ଆଂଶିକ ଦୃଶ୍ୟମାନ ହେଲା ଚନ୍ଦ୍ରଗ୍ରହଣ

0 135

ଭୁବନେଶ୍ୱର ,୮/୧୧(ଏସଏସନିଉଜ)କଟକ, ଭୁବନେଶ୍ୱର, ପୁରୀ ସମେତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଆଂଶିକ ଦୃଶ୍ୟମାନ ହେଲା ବର୍ଷର ଶେଷଚନ୍ଦ୍ରଗ୍ରହଣ ।୨୦୨୩ରେ ପରବର୍ତ୍ତୀ ଚନ୍ଦ୍ରଗ୍ରହଣ ଓଡ଼ିଶାକୁ ଆଂଶିକ ଦୃଶ୍ୟମାନ ହେବ ।୨୦୨୫ ସେପ୍ଟେମ୍ବର ୭ ତାରିଖରେ ହେବ ପୂର୍ଣ୍ଣ ଚନ୍ଦ୍ରଗ୍ରହଣ ।ପଠାଣୀସାମନ୍ତ ପ୍ଲାନେଟାରିୟମ ନିର୍ଦ୍ଦେଶକ ଶୁଭେନ୍ଦୁ ପଟ୍ଟନାୟକ ସୂଚନା ଦେଇଛନ୍ତି ।

Leave A Reply

Your email address will not be published.