ଏପ୍ରିଲ ୨ରୁ ସକାଳୁଆ ସ୍କୁଲ

0 149

ଭୁବନେଶ୍ୱର,୩୦/୩(ଏସ ଏସ ନିଉଜ)ପ୍ରବଳ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଏପ୍ରିଲ ୨ ତାରିଖରୁ ହେବ ସକାଳୁଆ ସ୍କୁଲ ହେବ । ସକାଳ ସାଢେ ୬ଟାରୁ ୧୦ଟା ପର‌୍ୟ୍ୟନ୍ତ ପ୍ରଥମରୁ ଅଷ୍ଟମ ଶ୍ରେଣୀ ,ସକାଳ ୭ଟାରୁ ୧୧ଟା ଯାଏଁ ନବମ ଓ ଦଶମ ଶ୍ରେଣୀ ପିଲା କ୍ଲାସ କରିବା ନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି

 

Leave A Reply

Your email address will not be published.