ଆସନ୍ତା ୩ ଘଣ୍ଟାରେ ବନ୍ୟା ପିକ୍ ଛୁଇଁବ

0 187

ଭୁବନେଶ୍ୱର, ୧୬/୮(ଏସଏସନିଉଜ) ଆସନ୍ତା ୩ ଘଣ୍ଟାରେ ବନ୍ୟା ପିକ୍ ଛୁଇଁବ ବୋଲି ସର୍ବୋଚ୍ଚ ଯନ୍ତ୍ରୀ ବିଜୟ କୁମାର ମିଶ୍ର କହିଛନ୍ତି । ଆସନ୍ତା ୩ ଘଣ୍ଟା ଆମ ପାଇଁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ସେ କହିଛନ୍ତି ।ମୁଣ୍ଡଳିରେ ବର୍ତ୍ତମାନ ୧୧.୬ ଲକ୍ଷ କ୍ୟୁସେକ ଜଳ ପ୍ରବାହିତ ହେଉଛି । ଆଉ କିଛି ବଢ଼ିବା ପରେ ଜଳ ପ୍ରବାହ ପରିମାଣ କମିବ । ତେବେ ହୀରାକୁଦର ଆଉ ଗେଟ୍ ଖୋଲିବ ନା ନାହିଁ, ତାହାର ନିଷ୍ପତ୍ତି ଅପରାହ୍ନରେ ନିଆଯିବ ବୋଲି କହିଛନ୍ତି ।
ସେହିଭଳିଭାବେ ପାରାଦୀପ କୁଜଙ୍ଗ ଜୟଶଙ୍ଖପୁର ଠାରେ ମହାନଦୀରେ ୭୦ ଫୁଟର ଘାଇ ସୃଷ୍ଟି ହୋଇଛି ।ଯାହାଫଳରେ ଜିଲାନାସୀ ଓ ମାଧପୁର ଭିତରକୁ ବନ୍ୟାଜଳ ମାଡ଼ି ଚାଲିଥିବାର ଦେଖିବାକୁ ମିଳିଛି ।

Leave A Reply

Your email address will not be published.