ଆସନ୍ତାକାଲିଠାରୁ ଖୋଲିବ ନାହିଁ ସ୍କୁଲ  

0 216

ଭୁବନେଶ୍ୱର,୨/୧(ଏସଏସନିୟୁଜ) ଜାନୁଆରୀ ୩ ତାରିଖରୁ ପ୍ରାଥମିକ ସ୍କୁଲ ଖୋଲିବା ନେଇ ଯେଉଁ ନିଷ୍ପତ୍ତି ସରକାର ନେଇଥିଲେ ସେଥିରେ ସାମୟିକ ଭାବେ ସ୍ଥଗିତ ରଖାଯାଇଛି । ବିଭିର୍ଣ ପଦାଧିକାରୀମାନେ ବିଭିନ୍ନ ସ୍କୁଲ ଗସ୍ତ କରି ବିଦ୍ୟାଳୟ ସହ ଜଡିତ ବ୍ୟକ୍ତିବିଶେଷଙ୍କ ସହିତ ଆଲୋଚନା କରିଥିବାବେଳେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିକୁ ଦୃଷ୍ଟିକୁ ରଖି ଓ ପିଲାମାନଙ୍କ ବୃହତ୍ତର ସ୍ୱାସ୍ଥ୍ୟଗତ ହିତକୁ ଧ୍ୟାନରେ ରଖି ରାଜ୍ୟ ସରକାର ସ୍କୁଲ ଖୋଲାଯିବା ନିଷ୍ପତ୍ତିକୁ ସ୍ଥଗିତ ରଖିଥିବାର ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଜାରି କରାଯାଇଥିବା ସୂଚନାରୁ ଜଣାପଡିଛି ।

Leave A Reply

Your email address will not be published.