ଆସନ୍ତାକାଲିଠୁ ମାଟ୍ରିକ ପରୀକ୍ଷା

0 138

ଭୁବନେଶ୍ୱର,୯ା୩(ଏସଏସନିଉଜ) କାଲିଠାରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୧୭ ତାରିଖ ପର୍ଯ୍ୟନ୍ତ ପରୀକ୍ଷା ଚାଲିବ । ବୋର୍ଡପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ, ପରୀକ୍ଷା ୮ଟାରୁ ଆରମ୍ଭ ହୋଇ ୧୦ଟାରେ ଶେଷହେବ। ପ୍ରଥମ ଦିନରେ ପିଲାମାନେ ଘଣ୍ଟାଏ ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବେ। ପରୀକ୍ଷାର୍ଥୀମାନେ ପରୀକ୍ଷାକେନ୍ଦ୍ରକୁ ଯିବାବେଳେ ସାଙ୍ଗରେ କେବଳ ଆଡମିଟ କାର୍ଡ, ବ୍ଲ୍ୟୁ ଓ ବ୍ଲାକ୍ ପେନ୍, ଓ ପେନ୍‌ସିଲ୍ ଜେମେଟ୍ରି ବକ୍ସ ନେଇଯିବେ। ଯେଉଁଦିନ ଯେଉଁ ପରୀକ୍ଷା ସେହିଦିନ ସେହି ପ୍ରଶ୍ନପତ୍ର ସକାଳ ୬ରୁ୭ଟା ଭିତରେ ହିଁ ପ୍ରଶ୍ନପତ୍ର ସେଣ୍ଟରରେ ପହଞ୍ଚିବାମୋଟ ୩୧୬ଟିନୋଡାଲ ସେଣ୍ଟରରେ ପ୍ରଶ୍ନପତ୍ର ପହଞ୍ଚି ସାରିଛିାପ୍ରଶ୍ନପତ୍ର ଲିକ୍ ରୋକିବାପାଇଁ ପଦକ୍ଷେପ ନିଆଯାଇଛି ।ଶିକ୍ଷକଙ୍କ ମୋବାଇଲ ସ୍ପିଚ୍ ଅଫ୍ ମୋଡରେ ନିର୍ଦ୍ଦିଷ୍ଟସ୍ଥାନରେ ରହିବା୩,୨୧୮କେନ୍ଦ୍ରରେ ୫ଲକ୍ଷ୪୧ହଜାର ଶିକ୍ଷାର୍ଥୀ ପରୀକ୍ଷା ଦେବେ ।

 

Leave A Reply

Your email address will not be published.