ଆସିଲା ରଥଦଉଡି ,ଟଣାହେବ ରୁକୁଣାରଥ

0 96

ଭୁବନେଶ୍ୱର, ୨୯ା୩(ଏସଏସନିଉଜ) ଆଜି ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରାା ଅଢ଼େଇଘଣ୍ଟା ନୀତିବିଳମ୍ବରେ ଚାଲିଥିବା ବ୍ରାହ୍ମଣନିଯୋଗସମ୍ପାଦକ ବିରଞ୍ଚିପତି ଦେଇଛନ୍ତି ସୂଚନାା ରଥ ନିର୍ମାଣ ଓ ପ୍ରତିଷ୍ଠା ବିଳମ୍ବ ହେବାରୁ ଅନ୍ୟ ନୀତିରେ ବିଳମ୍ବ ହୋଇଛି ।ଧାର୍ଯ୍ୟସମୟ ସାଢ଼େ୩ଟାରେ ରଥଟଣା ଆରମ୍ଭ ସମ୍ଭବନୁହେଁ ବୋଲି ପତି କହିଛନ୍ତି ।ଅନୟପଟେ ଆସି ପହଁଚିଛି ରଥଦଉଡି । ଏଇଥିରେ ବନ୍ଧାହେଇ ଟଣାହେବ ରୁକୁଣାରଥ ।ରାମେଶ୍ୱରମନ୍ଦିର ଯିବେ ପ୍ରଭୁଲିଙ୍ଗରାଜ ।ଅପରାହ୍ଣ ୩ଟାରେ ଟଣାଯିବ ବାବାଲିଙ୍ଗରାଜଙ୍କ ରୁକୁଣାରଥ। ସାଢେ୧୨ଟାରୁ ହେବ ପହଣ୍ଡି ବୋଲି ପୁର୍ବ ନିଷ୍ପତି ହୋଇଥିଲା ।

Leave A Reply

Your email address will not be published.