ଆସୁଛି ଆଉ ଏକ ଲଘୁଚାପ !

0 441

ଭୁବନେଶ୍ୱର,୧୩/୫(ଏସଏସନିଉଜ) ବାତ୍ୟା ଅସାନୀ ଯାଉଯାଉ ପୁଣି ଆଉ ଏକ ଲଘୁଚାପ ଓଡ଼ିଶା ଆଡ଼କୁ ମାଡ଼ି ଆସୁଛି । ବଙ୍ଗୋପାସାଗରରେ ଆଉ ଏକ ଲଘୁଚାପ ଦାନା ବାନ୍ଧୁଥିବା ଜଣାପଡ଼ିଛି । ଆସନ୍ତା ୩-୪ ଦିନ ଭିତରେ ଏହାର ଝଲକ ଦେଖାଯିବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଆସନ୍ତା ୧୩ରୁ ୧୯ ତାରିଖ ମଧ୍ୟରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏହା ସୃଷ୍ଟି ହୋଇ ଅବପାତର ରୂପ ନେଇପାରେ ବୋଲି କୁହାଯାଇଛି ।

Leave A Reply

Your email address will not be published.