ଆସୁଛି ବର୍ଷା

ଭୁବନେଶ୍ବର, ୧୮ା୭(ଏସଏସନିଉଜ)ବଙ୍ଗୋପସାଗରରେ ସୃଷ୍ଟି ହେଲା ଆଉ ଏକ ଲଘୁଚାପ କ୍ଷେତ୍ର।କେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି।ଆଗାମୀ ୨ ଦିନରେ ଘନୀଭୂତ ହୋଇ ଉତ୍ତରପଶ୍ଚିମ ଦିଗକୁ ଗତି କରିବ।ଆସନ୍ତା ଦୁଇ ଦିନରେ ଓଡିଶା ଉପକୂଳ ଛୁଇଁବାର ସମ୍ଭାବନା ରହିଛି। ଗୋଟିଏ ଲଘୁଚାପ ସକ୍ରିୟ ରହିଥିବାବେଳେ ଆଉ ଏକ ଲଘୁଚାପ ସୃଷ୍ଟି ହେଉଥିବାରୁ , ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଆସନ୍ତା ୨୧ ତାରିଖ ପର‌୍ୟ୍ୟନ୍ତ ବର୍ଷା ଜାରି ରହିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି।

 

- Advertisement -

Leave A Reply

Your email address will not be published.