ଆଉ ୨ଦିନ ବିଜୁଳି, ଘଡ଼ଘଡ଼ି ସହ ବର୍ଷା

0 438

ଭୁବନେଶ୍ୱର,୧୯।୩(ଏସଏସ ନିଉଜ)ଆସନ୍ତା ୨ ଦିନ ରାଜ୍ୟରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି।୪୦ରୁ ୫୦ କିମି ବେଗରେ ପବନ ମଧ୍ୟ ବହିପାରେ।ଆସନ୍ତାକାଲି ପାଇଁ ରାଜ୍ୟର ୧୦ ଜିଲ୍ଲାକୁ ଓ ୨୧ ତାରିଖ ପାଇଁ ୬ ଜିଲ୍ଲାକୁ ପାଣିପାଗ ବିଭାଗର ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

Leave A Reply

Your email address will not be published.