ବାଏବାଏ ଦୁଇହଜାର ନୋଟ !

0 259

ଭୁବନେଶ୍ୱର,୧୯ା୫(ଏସଏସନିଉଜ) ନେଣଦେଣରୁ ବିଦାୟନେବାକୁ ଯାଉଛି ୨ହଜାରଟଙ୍କିଆ ନୋଟ୍। ବିଦାୟ ନେଲେ ବି ଏବେ ଅଚଳ ହେବନି ୨ ହଜାର ଟଙ୍କିଆ ନୋଟ୍।ସେପ୍ଟେମ୍ବର ୩୦ ମଧ୍ୟରେ ବ୍ୟାଙ୍କରୁ ବଦଳାଇ ହେବ ନୋଟ୍। ୨ହଜାର ଟଙ୍କିଆନୋଟ୍ ନେଇ ରିଜର୍ଭବ୍ୟାଙ୍କର ବଡ଼ ନିଷ୍ପତ୍ତି ନେଇଛି । ଥରକେ ସର୍ବାଧିକ ୨୦ହଜାରଟଙ୍କା ପର୍ଯ୍ୟନ୍ତ  ବଦଳାଇ ହେବ। ଆଉ ୨ହଜାରଟଙ୍କିଆ ନୋଟ୍ ନଦେବାକୁ ବ୍ୟାଙ୍କମାନଙ୍କୁ ନିର୍ଦ୍ଦେଶ ଦେଇଛି ରିଜର୍ଭ ବ୍ୟାଙ୍କ ।ମେ୨୩ରୁ ବ୍ୟାଙ୍କମାନଙ୍କରେ ବଦଳାଇ ହେବ ୨ ହଜାର ଟଙ୍କିଆ। ୨୦୧୬ନଭେମ୍ବରରେ ୨ ହଜାର ଟଙ୍କିଆ ପ୍ରଚଳନ ହୋଇଥିଲା। ତେବେ ୨୦୧୮-୧୯ରୁ ୨ହଜାର ଟଙ୍କିଆ ଛାପା ବନ୍ଦ କରାଯାଇଥିଲାା

Leave A Reply

Your email address will not be published.