ବିହାରରେ ଭାଙ୍ଗିଲା ବିଜେପି ଜେଡିୟୁ ମେଣ୍ଟ

0 258

ଭୁବନେଶ୍ୱର, ୯/୮(ଏସଏସନିଉଜ) ବିହାର ରେ ବିଜେପି-ଜେଡିୟୁ ମେଣ୍ଟ ଭାଙ୍ଗିବା ନେଇ ଚର୍ଚ୍ଚା ଯୋରଧରିଛି ।ଏହି ଖବର ଜାତୀୟ ଗଣମାଧ୍ୟମରେ ପ୍ରକାଶ ପାଇଛି । ତେବେ ମେଣ୍ଟ ଭାଙ୍ଗିବାକୁ ନୀତିଶଙ୍କ ଆନୁଷ୍ଠାନିକ ଘୋଷଣା ବାକି ରହିଛି । ବିଜେପି ହାତ ଛାଡ଼ି ପୁଣି ଆରଜେଡିକୁ ସାଥି କରିବେ ନୀତିଶ । ଆରଜେଡି ଓ କଂଗ୍ରେସକୁ ନେଇ ସେ ସରକାର ଗଢ଼ିବାକୁ ସଜବାଜ ହେଉଥିବା ଶୁଣିବାକୁ ମିଳିଛି । ନୂଆ ସରକାର ଗଢ଼ିବା ନେଇ ଆଜି ସେ ରାଜ୍ୟପାଳଙ୍କୁ ଭେଟିବେ ।ଏଥିପାଇଁ ରାଜ୍ୟପାଳଙ୍କୁ ସମୟ ମାଗିଲେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର।

Leave A Reply

Your email address will not be published.