ବାଣ ବଜାରରେ ଅତର୍କିତ ଚଢ଼ାଉ

0 83

ଭୁବନେଶ୍ୱର ,୧୧ା୧୧(ଏସଏସନିଉଜ) ରାଜଧାନୀରେ ବାଣ ବଜାରରେ ଚଢ଼ାଉ କରିଛି ପୋଲିସ । ରାଜଧାନୀ ଭୁବନେଶ୍ୱରରେ ବାଣ ବିକ୍ରି ଉପରେ କଡ଼ା ନଜର ରଖିଛି ପୋଲିସ । ସମସ୍ତ ନିୟମ ପାଳନ ହେଉଛି ନା ନାହିଁ ଜାଣିବାକୁ ଚାଲିଛି ଯାଞ୍ଚ ।ପ୍ରଦୂଷଣ ବୋର୍ଡ , ଅଗ୍ନିଶମ ବିଭାଗ ଓ ପୋଲିସର ମିଳିତ ଯାଞ୍ଚ କରାଯାଉଛି ।ୟୁନିଟ-୧ ହାଟରେ ଥିବା ବାଣ ଦୋକାନରେ ଯାଞ୍ଚ କଡ଼ାକଡ଼ି କରାଯାଇଥିବାବେଳେ ଅଗ୍ନି ନିର୍ବାପକ ବ୍ୟବସ୍ଥା , ସବୁଜ ବାଣ ବିକ୍ରି ହେଉଛି ନା ନାହିଁ ଯାଞ୍ଚ ଚାଲିଛି । ସବୁଜବାଣ ଛଡ଼ା ଅନ୍ୟ ବେଆଇନବାଣର ମଧ୍ୟ ଯାଞ୍ଚ ଜାରି ରହିଛି ।

Leave A Reply

Your email address will not be published.