ନବଦାସ ସବୁଠୁ ଧନୀ ମନ୍ତ୍ରୀ

0 168

ଭୁବନେଶ୍ୱର,୨୨/୯(ଏସଏସ ନିଉଜ)ପ୍ରକାଶ ପାଇଛି ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀଙ୍କ ସମ୍ପତ୍ତି ତାଲିକା।ଏହି ତାଲିକାରେ
ନବଦାସ ସବୁଠୁ ଧନୀ ମନ୍ତ୍ରୀ ବୋଲି ଜଣାପଡିଛି।ଆସିଲା ମୁଖ୍ୟମନ୍ତ୍ରୀଙ୍କ ସମେତ ମନ୍ତ୍ରୀଙ୍କ ସଂପତି ତାଲିକା। ସ୍ୱାସ୍ଥ୍ୟମନ୍ତ୍ରୀ ନବଦାସ ସବୁଠୁ ଧନୀ ମନ୍ତ୍ରୀ ବୋଲି ଜଣାପଡ଼ିଥିବା ବେଳେ ତାଙ୍କର ୬୫ଟି ଗାଡ଼ି ଥିବାର ଜଣାପଡିଛି।

Leave A Reply

Your email address will not be published.