ବନ୍ୟାଞ୍ଚଳ ପରଦର୍ଶନ କରିବେ ମୁଖ୍ୟମନ୍ତ୍ରୀ

0 132

ଭୁବନେଶ୍ୱର,୧୮/୮(ଏସଏସନିଉଜ) ଆଜି ରାଜ୍ୟରେ ବନ୍ୟାଞ୍ଚଳ ପରଦର୍ଶନ କରିବେ ମୁଖ୍ୟମନ୍ତ୍ରୀ । ଅପରାହ୍ନ ୩:୩୦ରେ ଖୋର୍ଦ୍ଧା,ପୁରୀ,କଟକ,ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାର ବନ୍ୟାଞ୍ଚଳ ଗସ୍ତ କରି ସ୍ଥିତି ଅନୁଧ୍ୟାନ କରିବେ ।ଆକାଶ ମାର୍ଗରୁ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

Leave A Reply

Your email address will not be published.