ବାରବାଟୀରେ ହେବ ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦

0 204

ଭୁବନେଶ୍ୱର, ୪/୨(ଏସଏସନିଉଜ) ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦ ମ୍ୟାଚ କଟକର ବାରବାଟୀ ଷ୍ଟାଡିମୟରେ ଅନୁଷ୍ଠିତ ହେବାନେଇ ବିସିସିଆଇ ପକ୍ଷରୁ ସହମତି ପ୍ରଦାନ କରାଯାଇଛି । ଆସନ୍ତା ଜୁନ୍ ମାସରେ ଦୁଇ ଦେଶ ମଧ୍ୟରେ ଟି-୨୦ ମ୍ୟାଚ୍ ଅନୁଷ୍ଠିତ ହେବାନେଇ ଓଡ଼ିଶା କ୍ରିକେଟ ଏକାମେଡୀ ସମ୍ପାଦକ ସଞ୍ଜୟ ବେହେରା ସୂଚନା ଦେଇଛନ୍ତି ।

Leave A Reply

Your email address will not be published.