ଭାରତ-ଶ୍ରୀଲଙ୍କା ଦ୍ବିତୀୟ ଦିନିକିଆମ୍ୟାଚ

0 740

ଭୁବନେଶ୍ୱର,୧୨।୧(ଏସଏସ ନିଉଜ)ଆଜି ଭାରତ-ଶ୍ରୀଲଙ୍କା ଦ୍ବିତୀୟ ଦିନିକିଆ । ଦିନ ସାଢେ ଗୋଟାଏରୁ କୋଲକାତାର ଇଡେନ ଗାର୍ଡେନରେ ହେବ ଖେଳ । ଆଜି ମ୍ୟାଚ୍ ଜିତି ସିରିଜ ଜିତିବାକୁ ଉଦ୍ୟମ କରିବ ଭାରତ । ୩ ଟିକିଆ ସିରିଜରେ ଏବେ ୧-୦ରେ ଆଗୁଆ ରହିଛି ମେନ ଇନ୍ ବ୍ଲୁ । ପ୍ରଥମ ମ୍ୟାଚରେ ଦମଦାର ପ୍ରଦର୍ଶନ କରି ବିଜୟ ହାସଲ କରିଛି ରୋହିତ ବାହିନୀ । ପ୍ରାୟ ସମସ୍ତ ଖେଳାଳି ଫର୍ମରେ ରହିଛନ୍ତି।

Leave A Reply

Your email address will not be published.