ଭୁବନେଶ୍ବର ମେଟ୍ରୋ ପ୍ରକଳ୍ପର ସମସ୍ତ ପୁରୁଣା ଟେଣ୍ଡର ବାତିଲ

ଭୁବନେଶ୍ୱର,୨୭ା୭ (ଏସଏସନିଉଜ) ୨୦୨୪ ଜାନୁଆରୀ ପହିଲାରେ ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ପଡ଼ିଥିଲା । ଭୁବନେଶ୍ବର ମେଟ୍ରୋ ପ୍ରକଳ୍ପ କାମ ବିଳମ୍ବ ହେଉଥିବାରୁ ଠିକା ସଂସ୍ଥା ସିଗାଲ ଇଣ୍ଡିଆ ଓ ଦିଲ୍ଲୀ ମେଟ୍ରୋ ରେଲ୍‌ କର୍ପୋରେସନ୍‌ ସହ କଣ୍ଟ୍ରାକ୍ଟ ଚୁକ୍ତି ବାତିଲ କରାଯାଇଛି। ୬ଟି ମେଟ୍ରୋ ଷ୍ଟେସନ ନିର୍ମାଣ ପାଇଁ ଚୁକ୍ତି ହୋଇଥିଲା। ୨୦୨୪ ନିର୍ବାଚନ ପୂର୍ବରୁ ପୂର୍ବ ସରକାର ମେଟ୍ରୋ ପ୍ରକଳ୍ପର ନିଅଁ ଦେଇଥିଲେ । ୨୦୨୪-୨୫ ବଜେଟରେ ଏ ପ୍ରକଳ୍ପ ପାଇଁ ଅର୍ଥ ବରାଦ ହେଲା ।

 

- Advertisement -

Leave A Reply

Your email address will not be published.