ଭୁବନେଶ୍ୱରରେ ପହଁଚିଲା ସହିଦଙ୍କ ମରଶରୀର

0 109

ଭୁବନେଶ୍ୱର,୭।୧୦(ଏସଏସନିଉଜ)ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଲା ସିକ୍କିମ ବନ୍ୟାରେ ସହିଦ ହୋଇଥିବା ସରୋଜ ଦାସଙ୍କ ସହିଦଙ୍କ ମରଶରୀର । ଭୁବନେଶ୍ୱର ବିମାନ ବନ୍ଦରରେ ସହିଦ ସରୋଜ ଦାସଙ୍କୁ ଗାର୍ଡ ଅଫ୍ ଅନର ଦିଆଯାଇଛି ।ସହିଦଙ୍କ ଶେଷଦର୍ଶନ ପାଇଁ ବିମାନ ବନ୍ଦରରେ ପହଞ୍ଚିଛନ୍ତି ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ । ସେଠାରେ ସହିଦ ସରୋଜଙ୍କୁ ଉଭୟ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।ଏହାପରେ ଶୋଭାଯାତ୍ରାରେ କାମାକ୍ଷାନଗର କେନ୍ଦୁଢିପ ଗାଁକୁ ଯିବ ମରଶରୀର । ସେଠାରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସହିଦ ସରୋଜଙ୍କ ହେବ ଶେଷକୃତ୍ୟ ହେବ ।

Leave A Reply

Your email address will not be published.