ଭୁବନେଶ୍ୱରକୁ ପୁଣି ଫେରିଲା କଣ୍ଟେନମେଣ୍ଟ ଜୋନ୍

0 221

ଭୁବନେଶ୍ବର, ୨୧/୧୨(ଏସଏସନିୟୁଜ) ଭୁବନେଶ୍ୱରକୁ ପୁଣି ଫେରିଛି କଣ୍ଟେନମେଣ୍ଟ ଜୋନ୍ । ଏକାଧିକ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ବମିଖାଲ୍ ଅଞ୍ଚଳର ଜୟଦୁର୍ଗା ନଗରର ପ୍ଲଟ ନମ୍ବର ୧୩୦୩/୧୩୦୪କୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରିଛି ଭୁବନେଶ୍ୱର ମହାନଗର ନିଗମ । ସେହିପରି ଭୁବନେଶ୍ୱର ଭିଏସଏସ ନଗର ଅଞ୍ଚଳରେ ମଧ୍ୟ ଏକାଧିକ ପଜିଟିଭ୍ ଚିହ୍ନଟ ପରେ ୱାର୍ଡ ନମ୍ବର ୧୧କୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଛି । ଓଡ଼ିଶାରେ ଆଜି ପ୍ରଥମ ଥର ପାଇଁ ଓମିକ୍ରନ୍ ଚିହ୍ନଟ ହେବାପରେ ରାଜ୍ୟ ସରକାର ସତର୍କ ହୋଇପଡିଛନ୍ତି ।

Leave A Reply

Your email address will not be published.