ଭୁବନେଶ୍ୱରରୁ ଚିହ୍ନଟ ହେଲେ ବ୍ଲାକ୍ ଫଙ୍ଗସ୍ ରୋଗୀ

0 310

ଭୁବନେଶ୍ୱର,୧୦/୫(ଏସଏସନିୟୁଜ) ରାଜ୍ୟରେ ପ୍ରଥମ ବ୍ଲାକ୍ ଫଙ୍ଗସ୍ ରୋଗୀ ଭୁବନେଶ୍ୱରରୁ ଚିହ୍ନଟ ହୋଇଛନ୍ତି।୭୧ ବର୍ଷର ଏହି ଚିହ୍ନଟ ରୋଗୀ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନଅଛନ୍ତି ।ତାଙ୍କର ଏପ୍ରିଲ ୨୦ ତାରିଖରେ ସେ ପଜିଟିଭ୍ ବାହାରିଥିଲା ।ସେ ମଧୁମେହ ରୋଗରେ ପୀଡିତ ଥିଲେ । ତାଙ୍କ ଶରୀରରେ ବିଭିନ୍ନ ବ୍ଲାକ୍ ଫଙ୍ଗସ୍ ଲକ୍ଷଣ ଚିହ୍ନଟ ହୋଇଥିବାନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

Leave A Reply

Your email address will not be published.