ବିଧାୟକଙ୍କ ଗାଡ଼ିକୁ ବୋମାମାଡ଼

0 211

କେଉଁଝର,୧୦/୧୦(ଏସ ଏସ ନିୟୁଜ) କେନ୍ଦୁଝର ବିଧାୟକ ମୋହନ ମାଝୀଙ୍କ ଗାଡ଼ିକୁ ବୋମାମାଡ଼ ହୋଇଥିବା ନେଇ ସୂଚନା ମିଳିଛି। ମିଟିଂ ସାରି ଫେରୁଥିବା ବେଳେ ବିଧାୟକଙ୍କ ଗାଡ଼ିକୁ କେନ୍ଦୁଝର ଟାଉନ୍ ଥାନା ମଣ୍ଡୁଆ ନିକଟରେ ବୋମାମାଡ଼ ହୋଇଥିବା ନେଇ ଜଣାପଡ଼ିଛି। ବାଇକରେ ୨ ଦୁର୍ବୃତ୍ତ ଆସି ୨ଟି ବୋମାମାଡ଼ କରିଥିବା ସୂଚନା ମିଳିଛି।ବୋମାମାଡ଼ରେ ବିଧାୟକଙ୍କ ଗାଡ଼ି ସାମାନ୍ୟ କ୍ଷତିଗ୍ରସ୍ତ ହୋଇଥିବା ବେଳେ ବିଧାୟକ ସୁରକ୍ଷିତ ଅଛନ୍ତି। ତେବେ ଏନେଇ ବିଧାୟକଙ୍କ ପକ୍ଷରୁ ଟାଉନ୍ ଥାନାରେ ଅଭିଯୋଗ ହୋଇଛି।

Leave A Reply

Your email address will not be published.