ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

0 194

ବ୍ରହ୍ମପୁର,୧୭/୧୦(ଏସଏସନିୟୁଜ)ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଓ ତାଙ୍କ ସମ୍ପର୍କୀୟଙ୍କ ଘରେ ଭିଜିଲାନ୍ସର ୧୫ଟି ଟିମ ଏକକାଳୀନ ଚଢ଼ାଉ କରିଛି।ପ୍ରଦୀପଙ୍କ ଘନିଷ୍ଠ ବୋଲି କୁହାଯାଉଥିବା ସର୍ବେଶ୍ୱର ରାଓଙ୍କ ଘରେ ମଧ୍ୟ ଭିଜିଲାନ୍ସ ଚଢ଼ାଉ କରିଥିବା ସୂଚନା ମିଳିଛି।

Leave A Reply

Your email address will not be published.