ବିଳମ୍ବ ହୋଇପାରେ ପଞ୍ଚାୟତ ନିର୍ବାଚନ

0 345

ଭୁବନେଶ୍ୱର୨୨/୬(ଏସ ଏସ ନିୟୁଜ)ରାଜ୍ୟରେ ବିଳମ୍ବ ହୋଇପାରେ ପଞ୍ଚାୟତ ନିର୍ବାଚନ ।ରାଜ୍ୟ ସରକାର ତାଙ୍କ କାମ ସାରିନଥିବାରୁ ବିଳମ୍ବ ହୋଇପାରେ ବୋଲି କହିଛନ୍ତି ରାଜ୍ୟ ନିର୍ବାଚନ କମିଶନଙ୍କ ସଚିବ।୨୦୨୨ ମାର୍ଚ୍ଚ ୧୦ରେପଞ୍ଚାୟତ ପ୍ରତିନିଧିଙ୍କ କାର୍ଯ୍ୟକାଳ ସରିବ। ନିର୍ବାଚନ ପୂର୍ବରୁ ସୀମା ପୁନଃ ନିର୍ଦ୍ଧାରଣ ଓ ସଂରକ୍ଷଣ କାମ ସରିବା ପାଇଁ ରାଜ୍ୟ ସରକାରଙ୍କୁ ଚିଠି କରାଯାଇଛି ।ଏହା ସରିଲେ ନିର୍ବାଚନ ପାଇଁ ପଦକ୍ଷେପ ନିଆଯିବ ବୋଲି କହିଲେ ରାଜ୍ୟ ନିର୍ବାଚନ କମିଶନଙ୍କ ସଚିବ। ।

Leave A Reply

Your email address will not be published.