ଭୁବନେଶ୍ୱର,୫।୧(ଏସଏସ ନିଉଜ)ବିଶ୍ୱର ସର୍ବବୃହତ ରାଉରକେଲା ବିର୍ସା ମୁଣ୍ଡା ହକି ଷ୍ଟାଡିୟମ ଉଦଘାଟିତ ହୋଇଛି। ଏହାକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।
ଭାରତୀୟ ହକିଟିମ୍ ପାଇଁ ମୁଖ୍ୟମନ୍ତ୍ରୀ ବଡ଼ ଘୋଷଣା କରିଛନ୍ତି । ବିଶ୍ୱକପ ଜିତିଲେ ପ୍ରତି ଖେଳାଳିଙ୍କୁ ଏକକୋଟି ଟଙ୍କାର ପୁରସ୍କାର ରାଶି ମିଳିବ।ରାଉରକେଲାରେ ଖେଳାଳିଙ୍କୁ ଭେଟିବା ସମୟରେ ଏହି ଘୋଷଣା ମୁଖ୍ୟମନ୍ତ୍ରୀ କରିଛନ୍ତି
।
Prev Post
Next Post
