ବିଜେଡିର ୪୦ ଜଣିଆ ଷ୍ଟାର ପ୍ରଚାରକ

0 319

ଭୁବନେଶ୍ୱର,୧୭/୫(ଏସ ଏସ ନିଉଜ) ବ୍ରଜରାଜନଗର ଉପନିର୍ବାଚନ ପାଇଁ ବିଜେଡି ତାର ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି ।ଘୋଷଣା କରାଯାଇଥିବା ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ମଧ୍ୟରେ ଅଭିନେତା ଅରିନ୍ଦମ,ଆକାଶ ଦାସ ନାୟକଙ୍କୁ ସାମିଲ କରାଯାଇଛି । ଏହି ତାଲିକାରେ ପ୍ରଣବ ପ୍ରକାଶ ଦାସ, ଦେବୀ ପ୍ରସାଦ ମିଶ୍ର, ପ୍ରସନ୍ନ ଆଚାର୍ଯ୍ୟ, ନିରଞ୍ଜନ ପୂଜାରୀ, ପ୍ରତାପ ଦେବ, ଅରୁଣ ସାହୁ, ସଞ୍ଜୟ ଦାସବର୍ମା, ନବ କିଶୋର ଦାସ, ଦିବ୍ୟଶଙ୍କର ମିଶ୍ର, ସୁଶାନ୍ତ ସିଂହ ଓ ଟୁକୁନି ସାହୁଙ୍କ ନାମ ଷ୍ଟାର ପ୍ରଚାରକ ତାଲିକାରେ ସ୍ଥାନ ପାଇଛି ।ଏହାସହ ବ୍ରଜରାଜ ନଗର ଉପନିର୍ବାଚନରେ ବିଜେଡି ପ୍ରାର୍ଥୀ ଅଳକା ମହାନ୍ତିଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ପ୍ରଚାର କରିବେ ।

Leave A Reply

Your email address will not be published.