ବିଜେପିର ଷ୍ଟାର ପ୍ରଚାରକ ତାଲିକାରେ ୨CM

ପଦ୍ମ ଧରିଲେ ଲମ୍ବୋଦର ନିଆଲ

 

ଭୁବନେଶ୍ଵର,୧୬।୧୦(ଏସଏସନିଉଜ)ନୂଆପଡ଼ା ଉପନିର୍ବାଚନ ପାଇଁ ବିଜେପିର ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି।ଏହି ତାଲିକାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ଛତିଶଗଡ଼ CM ବିଷ୍ଣୁଦେବ ସାଏ ରହିଛନ୍ତି।ଏହାସହ ସଭାପତି ମନମୋହନ ସାମଲ, ୩ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର, ଜୁଏଲ, ଅଶ୍ବିନୀ ବୈଷ୍ଣବ।ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, ୨ ପ୍ରଭାରି ,ଦୁଇ ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ, ପ୍ରଭାତୀ ପରିଡ଼ା ଷ୍ଟାର ପ୍ରଚାରକ,ସୁରେଶ ପୂଜାରୀ, ପ୍ରତାପ ଷଡ଼ଙ୍ଗୀ, ଜୟନାରାୟଣ ମିଶ୍ର, ବସନ୍ତ ପଣ୍ଡା ମଧ୍ୟ ସାମିଲ ହୋଇଛନ୍ତି।ଅନ୍ୟପଟେ ପଦ୍ମ ଧରିଲେ ଲମ୍ବୋଦର ନିଆଲ।ନୂଆପଡ଼ା ରାଜନୀତିରେ ବିଜେଡିକୁ ପୁଣି ଏକ ଝଟ୍‌କା ଲାଗିଛି।ବିଜେପିରେ ସାମିଲ ହେଲେ ଲମ୍ବୋଦର ନିଆଲ।କଳାହାଣ୍ଡି ଲୋକସଭା ଆସନରୁ ବିଜେଡି ଟିକେଟ୍‌ରେ ଲଢ଼ିଥିଲେ।

- Advertisement -

Leave A Reply

Your email address will not be published.