ବିଜେପିର ୩୦ ଜଣିଆ ଷ୍ଟାର ପ୍ରଚାରକ

0 302

ଭୁବନେଶ୍ୱର,୩୦/୩୯ଏସଏସନିୟୁଜ) ଭାରତୀୟ ଜନତା ପାର୍ଟି ପକ୍ଷରୁ ପିପିଲି ଉପ ନିର୍ବାଚନ ପାଇଁ ନିଜର ୩୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରାଯାଇଛି ।ଏଥିରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହିତ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀ, ରାଜ୍ୟ ପ୍ରଭାରୀ ଡି ପୁରନ୍ଦେଶ୍ୱରୀ, ରାଜ୍ୟ ସଭାପତି ସମୀର ମହାନ୍ତ. ମୁଖପାତ୍ର ସମ୍ବିତ ପାତ୍ରଙ୍କ ନାଁ ରହିଛି । ବିଜେପିର ଏହି ଲିଷ୍ଟରେ ବିଜୟ ପାଲ୍ ସିଂହ ତୋମାର, ବିରୋଧୀ ଦଳର ନେତା ପ୍ରଦୀପ୍ତ ନାଏକ, ସାଂସଦ ଜୁଏଲ ଓରାମ, କେ ଭି ସିଂହ ଦେଓ ,ବିଶେଶ୍ୱର ଟୁଡୁ, ମନମୋହନ ସାମଲ, ସୁରେଶ ପୂଜାରୀ, ବସନ୍ତ ପଣ୍ଡା, ବିଜୟ ମହାପାତ୍ର, ବିଷ୍ଣୁ ଚରଣ ସେଠୀ, ଅପରାଜିତା ଷଡଙ୍ଗୀ, ଜୟନାରାୟଣ ମିଶ୍ର, ସୁରମା ପାଢୀ, ପୃଥ୍ୱୀରାଜ ହରିଚନ୍ଦନ ,ଖାରବେଳ ସ୍ୱାଇଁ, ଅଶ୍ୱିନୀ ବୈଷ୍ଣବ, , ଗୋଲକ ମହାପାତ୍ର, ଲେଖାଶ୍ରୀ ସାମନ୍ତସିଂହାର, ଶ୍ରୀତମ ଦାସ, ପ୍ରକାଶ ମିଶ୍ର, ମାନସ ମହାନ୍ତି, ହରିହର ମହାପାତ୍ର, ଅନୁ ଚୌଧୁରୀ ଓ ପିଙ୍କି ପ୍ରଧାନ ଙ୍କୁ ବିଜେପି ପିପିଲି ଉପ ନିର୍ବାଚନ ପାଇଁ ଷ୍ଟାର ପ୍ରଚାରକ ଭାବେ ବାଛି ଥିବାବେଳେ ଏମାନେ ପ୍ରଚାର ଅଭିଯାନ ଜୋରଦାର କରି ଆଶ୍ରିତ ପଟ୍ଟନାୟକଙ୍କୁ ଜିତାଇବାକୁ କସରତ କରିବେ ।

Leave A Reply

Your email address will not be published.