ପଦ୍ମ ଧରିଲେ

ଭର୍ତ୍ତୃହରି, ଦମୟନ୍ତୀ ଓ ସିଦ୍ଧାନ୍ତ ମହାପାତ୍ର

0 101

ଭୁବନେଶ୍ୱର,୨୮ା୩(ଏସଏସନିଉଜ)ବିଜେପିରେ ମିଶିଲେ କଟକ ସାଂସଦ ଭର୍ତ୍ତୃହରି ମହତାବ, ଅଭିନେତା ସିଦ୍ଧାନ୍ତ ମହାପାତ୍ର, ପଦ୍ମ ସମ୍ମାନରେ ସମ୍ମାନିତ ପଦ୍ମଶ୍ରୀ ଦମୟନ୍ତୀ ବେସ୍ରା ।ଏମାନେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ ଦିଲ୍ଲୀସ୍ଥିତ ବିଜେପି ମୁଖ୍ୟାଳୟ ଆୟୋଜିତ ମିଶ୍ରଣ ପର୍ବରେ ସମସ୍ତେ ବିଧିବଦ୍ଧ ଭାବେ ଦଳରେ ଯୋଗ ଦେଇଛନ୍ତି।

Leave A Reply

Your email address will not be published.