ଭୁବନେଶ୍ୱର,୨୧।୩(ଏସଏସନିଉଜ) ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଲେ ପଶ୍ଚିମବଙ୍ଗ CM । ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ପଶ୍ଚିମବଙ୍ଗCM ।-ଭୁବନେଶ୍ବରରୁ ପୁରୀ ଯିବେ ମମତା ବାନାର୍ଜୀ ।ଓଡ଼ିଶାଗସ୍ତ ପୂର୍ବରୁ କୋଲକାତାରେ ମମତା ମୁଖ୍ୟମନ୍ତ୍ରୀ ନବୀନଙ୍କ ସାକ୍ଷାତକାରକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ।ନବୀନଙ୍କ ସହ ସାକ୍ଷାତକାର ସୌଜନ୍ୟମୂଳକ ।ଦେଖାଯାଉ କ’ଣ ହେଉଛି କହିଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ।ଭୁବନେଶ୍ୱରରୁ ସଡ଼କ ପଥରେ ମମତା ପୁରୀ ଯିବେ।
