କାର ଓ ବାଇକ୍‌ ମୁହାଁମୁହିଁ ଧକ୍କା

0 166

ସୋହେଲା,୫/୧୦(ଏସଏସ ନିଉଜ)କାର ଓ ବାଇକ୍‌ ମୁହାଁମୁହିଁ ଧକ୍କା ହୋଇଛି। ଏହାପରେ ଉତ୍ତ୍ୟକ୍ତ ଲୋକମାନେ ରାସ୍ତାରୋକ କରିଛନ୍ତି। ଦୁର୍ଘଟଣାର ଶିକାର ହୋଇଛନ୍ତି ବାପ-ଝିଅ । ବରଗଡ଼ ଜିଲ୍ଲା ସୋହେଲା ବ୍ଲକ୍ କନାପାଲିରେ ଘଟିଥିବା ଏହି ଦୁର୍ଘଟଣାରେ ବାପ-ଝିଅଙ୍କ ମୃତ୍ୟୁ ହୋଇଛି।ତେବେ ମୃତକଙ୍କ ପରିଚୟ ମିଳିପାରି ନାହିଁ ।

Leave A Reply

Your email address will not be published.