ଚର୍ଚ୍ଚିତଙ୍କୁ ୪ଦିନିଆ ରିମାଣ୍ଡରେ ନେଲା ସିବିଆଇ

0 201

ଭୁବନେଶ୍ୱର,୬/୮(ଏସଏସନିଉଜ) ୪ ଦିନିଆ ରିମାଣ୍ଡରେ ଗଲେ ମହିମା ମିଶ୍ରଙ୍କ ସାନପୁଅ ଚର୍ଚ୍ଚିତ ମିଶ୍ର ଚର୍ଚ୍ଚିତଙ୍କ ସହ ଶଙ୍ଖ ଶୁଭ୍ର ମିତ୍ର ଓ ବିଲଡର ଶିଶିର କୁମାର ଦାସଙ୍କୁ ରିମାଣ୍ଡରେ ନେଇଛି ସିବିଆଇ । ଅଧିକ ପଚରାଉଚରା ପାଇଁ ଚର୍ଚ୍ଚିତଙ୍କୁ ରିମାଣ୍ଡରେ ନେଇଛି ସିବିଆଇ । ଆସନ୍ତା ୧୦ ତାରିଖ ଦିନ ୨ଟାରେ ଚର୍ଚ୍ଚିତଙ୍କୁ କୋର୍ଟରେ ହାଜର କରାଯିବ । ସ୍ୱାସ୍ଥ୍ୟ ପରୀକ୍ଷା କରାଇ ଡାଏଟ୍ ଓ ଔଷଧ ଦେବାକୁ କୋର୍ଟଙ୍କ ନିର୍ଦ୍ଦେଶ ରହିଛି ।

Leave A Reply

Your email address will not be published.