ଛାତ୍ରାବାସର ଛାତରୁ ଡେଇଁ ଛାତ୍ରୀଙ୍କ ଆତ୍ମହତ୍ୟା

0 448

ଜଟଣୀ, ୧୪/୩(ଏସଏସନିଉଜ) ନାଇଜର କଲେଜ କ୍ୟାମ୍ପସରେ ଥିବା ଛାତ୍ରାବାସର ଛାତରୁ ଡେଇଁ ଜଣେ ଛାତ୍ରୀଙ୍କ ମୃତ୍ୟୁ ଘଟିଛି । ମୃତ ଛାତ୍ରୀ ଛତିଶଗଡ଼ର ପୂଜା ଜେଠୱାନୀ ଓ ସେ ପଦାର୍ଥ ବିଜ୍ଞାନ ବିଭାଗ ପଞ୍ଚମ ବର୍ଷର ଛାତ୍ରୀ ଅଟନ୍ତି । ଆଜି ସକାଳେ ହଷ୍ଟେଲ ଛାତ ଉପରୁ ଯାଇ ତଳକୁ ଡେଇଁପଡ଼ିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ଏମ୍ସକୁ ନିଆଯାଇଥିବାବେଳେ ସେଠାରେ ଡାକ୍ତର ତାଙ୍କୁ ମୃତକ ଘୋଷଣା କରିଥିଲେ। ତେବେ ଆତ୍ମହତ୍ୟାର ପକୃତ କାରଣ ଜଣାପଡିନଥିବାବେଳେ ଖବର ପାଇ ଜଟଣୀ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।

 

Leave A Reply

Your email address will not be published.