ଚାଉଳିଆଗଞ୍ଜରେ ଦୋକାନ ବଜାର ବନ୍ଦ

0 319

କଟକ୨୯/୧(ଏସଏସନିୟୁଜ)ବସ୍ତି ବାସିନ୍ଦାଙ୍କୁ ଥଇଥାନ କରିବାକୁ ନେଇ ଚାଲିଥିବା ବିବାଦର ସମାଧାନ ହୋଇପାରୁନି। କେନ୍ଦ୍ରାଞ୍ଚଳ ଆରଡିସିଙ୍କ ନେତୃତ୍ୱରେ ଅନୁଷ୍ଠିତ ବୈଠକରେ ଗତକାଲି କୌଣସି ନିଷ୍କର୍ସ ବାହାରି ପାରି ନ ଥିବା ବେଳେ ଆଜି ଚାଉଳିଆଗଞ୍ଜ ବନ୍ଦ ଡାକରା ଦେଇଛନ୍ତି ସ୍ଥାନୀୟ ବାସିନ୍ଦା । ଫଳରେ ଆଜି ସକାଳୁ ଚାଉଳିଆଗଞ୍ଜର ସମସ୍ତ ଦୋକାନ, ବଜାର ବନ୍ଦ ରହିଥିବାର ଦେଖିବାକୁ ମିଳିଛି ।

Leave A Reply

Your email address will not be published.