ଚିନ୍ତା ବଢ଼ାଉଛି ସ୍କ୍ରବ ଟାଇଫସ୍‌

0 69

ଭୁବନେଶ୍ବର, ୩୦ା୯(ଏସଏସନିଉଜ) ସୁନ୍ଦରଗଡ଼ରେ ପୁଣି ଆଜି ୨୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।ଗତକାଲି ହୋଇଥିବା ୭୪ ନମୁନା ପରୀକ୍ଷାରୁ ୨୦ ଚିହ୍ନଟ ହୋଇଛି ।ଯାହାଫଳରେ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୯୨କୁ ବୃଦ୍ଧି ପାଇଛି । ସୁନ୍ଦରଗଡ଼, ବରଗଡ଼ ସମେତ ପାଖ ଜିଲ୍ଲାରେ ବଢୁଛି ସ୍କ୍ରବ ଟାଇଫସ୍ ସଂଖ୍ୟା । ରାଜ୍ୟରେ ସ୍କ୍ରବ ଟାଇଫସ୍‌କୁ ନେଇ କେନ୍ଦ୍ର ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି ।ରାଜ୍ୟରେ କେନ୍ଦ୍ରୀୟ ମେଡିକାଲ୍ ଟିମ୍‌ର ସ୍ଥିତି ଅନୁଧ୍ୟାନ କରାଯାଇଛି ।ଏଥିରେ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଗଠିତ ୪ ଜଣିଆ ଟିମ୍ ଆସି ସ୍ଥିତି ଅନୁଧ୍ୟାନ କରିଛନ୍ତି ।

Leave A Reply

Your email address will not be published.