ସିଟି ଓ ଜିଏସଟିର ଅତିରିକ୍ତ କମିସନରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

0 186

ଭୁବନେଶ୍ବର,୮/୮(ଏସଏସନିଉଜ) ଆୟବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ କଟକ ସିଟି ଓ ଜିଏସଟିର ଅତିରିକ୍ତ କମିସନରଙ୍କ ଅଫିସ ସହ ଘର ଉପରେ ଭିଜିଲାନ୍ସ ଚଢ଼ାଉ ହୋଇଛି। ଆଜି ସକାଳେ ଅତିରିକ୍ତ କମିସନରଙ୍କ ପୀୟୂଷକାନ୍ତ ପାଣିଙ୍କ କଟକ ଓ ଭୁବନେଶ୍ୱରରେ ଥିବା ତାଙ୍କର ଏକାଧିକ ଘରଉପରେ ଏକକାଳୀନ ଭିଜିଲାନ୍ସ ଚଢ଼ାଉ ହୋଇଛି।ବ୍ୟାସନଗରର ଚୋରଦା ଛକଠାରେ ଥିବା ୨ଟି ତିନିମହଲା କୋଠା ଓ ୧ ଏକମହଲା କୋଠା, ଚକେଇସିଆଣିଠାରେ ଏକ ତିନିମହଲା କୋଠା, ଅନ୍ଧାରୁଆଠାରେ ୫ଟି ପ୍ଲଟ୍, ସଅଁପୁର ଓ ସୁନ୍ଦରପଦା ମୌଜାରେ ଥିବା ପ୍ଲଟ୍ କୁ ଠାବକରିଛି ଭିଜିଲାନ୍ସ ।

Leave A Reply

Your email address will not be published.