କଂଗ୍ରେସ ବିଧାୟକଙ୍କ ଧାରଣା

0 182

ଭୁବନେଶ୍ୱର, ୧/୧୨(ଏସଏସନିୟୁଜ) ଆଜିଠାରୁ ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭରୁ କଂଗ୍ରେସ ପକ୍ଷରୁ ବିଧାନସଭା ଗେଟ୍ ସାମ୍ନାରେ ଧାରଣା ଦିଆଯାଇଛି । ମମିତା ହତ୍ୟାକାଣ୍ଡ ମାମଲାରେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ସମ୍ପୃକ୍ତିର ଅଭିଯୋଗ ନେଇ ବିଧାନସଭା ଗେଟ ସାମ୍ନାରେ କଂଗ୍ରେସ ପକ୍ଷରୁ ଧାରଣା ଦିଆଯାଇଛି । ହାତରେ ପ୍ଲାକାର୍ଡ ଧରି ମନ୍ତ୍ରୀ ଦିବ୍ୟଶଙ୍କରଙ୍କ ବହିଷ୍କାର ଦାବି ସହ ଗୃହରେ ପ୍ରବେଶ କରାଇନଦେବାକୁ କଂଗ୍ରେସ ବିଧାୟକମାନେ ଧାରଣା ଦେଇଛନ୍ତି ।

Leave A Reply

Your email address will not be published.