କଂଗ୍ରେସର ଧାରଣା

0 675

ଭୁବନେଶ୍ୱର,୧୮/୬(ଏସଏସନିୟୁଜ) ମାଷ୍ଟର କ୍ୟାଣ୍ଟିନରେ ଥିବା ଘୋଡ଼ା ପ୍ରତିମୂର୍ତ୍ତି କୁ ରାଜଭବନ ଆଗକୁ ସ୍ଥାନାନ୍ତରଣ ନିଷ୍ପତ୍ତିକୁ ବିରୋଧ କରି କଂଗ୍ରେସ ପକ୍ଷରୁ ପ୍ରତିବାଦ କରାଯାଇଛି ।ଜଟଣୀ ବିଧାୟକ ସୁରେଶକୁମାର ରାଉତରାୟଙ୍କ ନେତୃତ୍ୱରେ କଂଗ୍ରେସ କର୍ମୀମାନେ ଧାରଣା ଦେଇଛନ୍ତି ।ଲଗାତାର ଦ୍ୱିତୀୟ ଦିନ ଲାଗି କଂଗ୍ରେସ ବିଧାୟକ ନିଜ ସମର୍ଥକଙ୍କ ସହ ଘୋଡାମୂର୍ତି ତଳେ ଧାରଣା ଦେଇଛନ୍ତି ।୧୯୮୮ରେ ଭୁବନେଶ୍ୱରର ମାଷ୍ଟରକ୍ୟାଂଟିନରେ ଏହି ଘୋଡାକୁ ସ୍ଥାପନ କରାଯାଇଥିଲା ।

Leave A Reply

Your email address will not be published.