କୋଭିଡ଼ ପାଇଁ ବଲାଙ୍ଗୀରକୁ ଦୁଇ କୋଟି ଦେଲେ ମୁଖ୍ୟମନ୍ତ୍ରୀ

0 159

ଭୁବନେଶ୍ବର,୧୩/୫(ଏସଏସନିୟୁଜ) କୋଭିଡ଼ ଦ୍ଵିତୀୟ ଲହରୀ ର ମୁକାବିଲା ପାଇଁ ବଲାଙ୍ଗୀର ଜିଲ୍ଲା କୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ,ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠିରୁ ଦୁଇ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ସୂଚନାଯୋଗ୍ୟ ଯେ କୋଭିଡ଼ ର ପ୍ରଥମ ଲହର ରେ ଗତ ବର୍ଷ ବିଭିନ୍ନ ପର‌୍ୟାୟରେ ବଲାଙ୍ଗୀର ଜିଲ୍ଲା କୁ ମୁଖ୍ୟମନ୍ତ୍ରୀ ବାର କୋଟି ଟଙ୍କା ମଞ୍ଜୁର କରିଥିଲେ ।

Leave A Reply

Your email address will not be published.