ଦଶହରା ଓ ଭସାଣିରେ ବର୍ଷା !

0 114

ଭୁବନେଶ୍ୱର,୧୯।୧୦(ଏସଏସନିଉଜ) ଦଶହରା,ଭସାଣିରେ ବର୍ଷା ସମ୍ଭାବନା ରହିଛି।
ଆସନ୍ତା ୨୪ ଓ ୨୫ ତାରିଖରେ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି।୨୪ ତାରିଖ ଦଶହରା ଓ ୨୫ ତାରିଖ ଭସାଣିରେ ବର୍ଷା ହୋଇପାରେ।୨୪ରେ ହାଲୁକା ବର୍ଷା ଓ ୨୫ରେ ବର୍ଷା ପରିମାଣ ବଢ଼ିବା ସମ୍ଭାବନା ରହିଛି।ବର୍ଷା ସମ୍ଭାବନା ନେଇ ଭୁବନେଶ୍ବର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।ତେବେ ୨୦ରୁ ୨୩ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବା ପୂର୍ବାନୁମାନ କରାଯାଇଛି।

Leave A Reply

Your email address will not be published.