ଦାୟିତ୍ୱ ନେଲେ ଆଇପିଏସ୍‌ ଅରୁଣ ବୋଥ୍ରା

0 351

ଭୁବନେଶ୍ୱର,୬-୫(ଏସ ଏସ ନିଉଜ)କ୍ରାଇମବ୍ରାଞ୍ଚ ଏଡିଜି ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ୧୯୯୬ ବ୍ୟାଚ୍‌ର ଆଇପିଏସ ଅରୁଣ ବୋଥ୍ରା ।ଅରୁଣ ବୋଥ୍ରା କଟକ କ୍ରାଇମବ୍ରାଞ୍ଚର ମୁଖ୍ୟ କାର୍ଯ୍ୟାଳୟରେ ବିଧିବଦ୍ଧ ଭାବେ ଦାୟିତ୍ ଗ୍ରହଣ କରିଛନ୍ତି । କ୍ରାଇମବ୍ରାଞ୍ଚ ଏଡିଜି ସଞ୍ଜୀବ ପଣ୍ଡା ଅରୁଣ ବୋଥ୍ରାଙ୍କୁ ଦାୟିତ୍ୱ ହନ୍ତାନ୍ତର କରିଛନ୍ତି ।

Leave A Reply

Your email address will not be published.