ଧର୍ମେନ୍ଦ୍ର ପ୍ରଧାନଙ୍କୁ କରୋନା

0 229

ନୂଆଦିଲ୍ଲୀ ୪/୮(ଏସଏସନିୟୁଜ) କେନ୍ଦ୍ରମନ୍ତ୍ର ଧର୍ମେନ୍ଦ୍ର ପ୍ରଧାନ କରୋନା ଆକ୍ରାନ୍ତ ହୋଇଥିବାର ଜାତୀୟ ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି । ସ୍ୱାବ୍ ଟେଷ୍ଟ ରିପୋର୍ଟ ପଜିଟିଭ୍ ଆସିବା ପରେ ପ୍ରଧାନ ହରିୟାଣାର ମେଦାନ୍ତ ହସ୍ପିଟାଲର ଭର୍ତ୍ତି ହୋଇଛନ୍ତି । ପୂର୍ବରୁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ କରୋନା ରେ ଆକ୍ରାନ୍ତ ହୋଇଥିଲେ ।

Leave A Reply

Your email address will not be published.