ଦିଅରକୁ ବାହାହେଲେ ଭାଉଜ

0 145

ସୁବର୍ଣ୍ଣପୁର , ୨୩ା୭(ଏସଏସନିଉଜ) ସ୍ୱାମୀଙ୍କ ସାମ୍ନାରେ ଦିଅର ନାଁରେ ମଥାରେ ସିନ୍ଦୂର ପିନ୍ଧିଛନ୍ତି ସ୍ତ୍ରୀ । ସ୍ୱାମୀଙ୍କ ଉପସ୍ଥିତିରେ ଦିଅର ଭାଉଜଙ୍କର ବିବାହ ହୋଇଛି ।ଏହିଭଳିଘଟଣା ବୀରମହାରାଜପୁରବ୍ଲକ୍ ଅନ୍ତର୍ଗତ ସୁବଳୟାଥାନା ଅଞ୍ଚଳରେ ଘଟିଛି। , ଅନୁଗୁଳଜିଲ୍ଲା ସାମସିଙ୍ଗାଗାଁର ଜଣେଯୁବତୀ ୩ବର୍ଷ ତଳେ ସୁବଳୟାଥାନାଅନ୍ତର୍ଗତ ସାନକିରାସିରାଗାଁର ଜଣେଯୁବକଙ୍କୁ ବୈଦିକରୀତିରେ ବିବାହ କରିଥିଲେ। ଏହାଭିତରେ ଖଣ୍ଡହତାପଞ୍ଚାୟତର ବରଘାଟଗାଁର ସର୍ମ୍ପକିୟ ସ୍ୱାମୀଙ୍କ ମାଉସୀପୁଅ ଭାଇଙ୍କ ସହ ପ୍ରେମସମ୍ପର୍କ ଗଢ଼ିଉଠିଥିଲା। ସପ୍ତାହକତଳେ ଉଭୟ ଘରୁଫେରାର ହୋଇଯାଇଥିଲେ। ପରିବାର ଲୋକେ ସୁବଳୟାଥାନାରେ ଅଭିଯୋଗ ପରେ ପୋଲିସ ଉଭୟଙ୍କୁ ଗୁରୁବାରଦିନ ଉଦ୍ଧାର କରି ଥାନାକୁ ଆଣିଥିଲେ ।କିନ୍ତୁ ଉଭୟ ଦିଅରଭାଉଜ ପରସ୍ପରକୁ ବିବାହ କରିବାକୁ ଯିଦିଧରିବସିବାପରେ ଥାନାପରିସରରେ ଉଭୟପରିବାର ଲୋକଙ୍କ ଉପସ୍ଥିତିରେ ପରସ୍ପରକୁ ଫୁଲମାଳ ପିନ୍ଧାଇଥିଲେ ।

 

 

Leave A Reply

Your email address will not be published.