ଦୁଇ ଲକ୍ଷ ଟଙ୍କା ଲେଖାଏ ସହାୟତା ଘୋଷଣା

0 235

ଭୁବନେଶ୍ୱର,୩୦/୭୯ଏସଏସନିୟୁଜ) ଆନ୍ଧ୍ର ପ୍ରଦେଶ ର ଗୁଣ୍ଟୁର ର ଏକ ମାଛ ଫାର୍ମରେ ବିଦ୍ୟୁତ ଦୁର୍ଘଟଣାରେ ଗୁଣୁପୁରର ଛଅ ଜଣ ଶ୍ରମିକ ପ୍ରାଣ ହରାଇଥିବା ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି ।ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠିରୁ ଦୁଇ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ।

Leave A Reply

Your email address will not be published.