ଭୁବନେଶ୍ୱର,୧୦/୧୦(ଏସଏସ ନିଉଜ)ଭୁବନେଶ୍ୱର ୟୁନିଟ୍-୧ ହାଟର ସମସ୍ତ ବ୍ୟବସାୟୀଙ୍କୁ ଚେତାବନୀBMC କମିଶନର।
ଏଣିକି ପଚାପରିବା ଓ ବର୍ଯ୍ୟବସ୍ତୁ ରାସ୍ତାକୁ ଫିଙ୍ଗିଲେ ୫ ହଜାର ଜରିମାନା ହେବ।ଅଳିଆକୁ ଅଲଗା ଅଲଗା ନ ପକାଇଲେ ୫ ଶହଟଙ୍କା ଜରିମାନା ହେବ।ରାଜଧାନୀକୁ ପରିଷ୍କାର ରଖିବା ପାଇଁ ସମସ୍ତେ ସହଯୋଗ କରନ୍ତୁ ବୋଲି କହିଲେ କମିଶନର ।
