ଭୁବନେଶ୍ଵର,୧୬।୧୦(ଏସଏସନିଉଜ)KYC କରିନଥିଲେ ଆସନ୍ତା ମାସରୁ ବନ୍ଦ ହେବ ଚାଉଳ ହେବ ବୋଲି ସୂଚନା ଦେଲେ ଯୋଗାଣମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର।
ଏବେବି ରାଜ୍ୟର ୧୫ଲକ୍ଷ ୬୭ ହଜାର e-KYC କରିନାହାନ୍ତି।e-KYC କରିନଥିବା ଲୋକ ଚାଉଳପାଉଛନ୍ତି, ତାକୁ ବନ୍ଦ କରିଦିଆଯିବ।ଯେଉଁମାନେ e-KYC କରିବେ ନାହିଁ, ସେମାନଙ୍କ ପାଇଁ ଚାଉଳ ଯିବନାହିଁ।କେନ୍ଦ୍ର ସରକାର e-KYC ବନ୍ଦ କରିଛନ୍ତି, ସମୟ ବଢ଼େଇଲେ ଆମେ ବଢ଼େଇବୁ।ବାଦ୍ ପଡ଼ିଥିବା ହିତାଧିକାରୀ ଲିଖିତଭାବେ ଦେଲେ ବିଚାର କରାଯିବ।
Prev Post
Next Post
