ଏନକାଉଣ୍ଟରରେ ଜଣେ ମାଓବାଦୀ ମୃତ

0 164

ମାଲକାନଗିରି, ୨୫/୭(ଏସଏସନିୟୁଜ) ରବିବାର ମାଲକାନଗିରି ସୀମାନ୍ତ ଛତିଶଗଡ଼ର ସୁକମା ଜିଲ୍ଲା ଅନ୍ତର୍ଗତ ଚିନ୍ତଗୁମ୍ଫାରେ ପୁଲିସ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟରେଜଣେ ମାଓବାଦୀର ମୃତ୍ୟୁ ଘଟିଥିବାର ଜଣାପଡିଛି । ସିଆରପିଏଫ୍, ଡିଆରଜି ଓ ଏସଟିଏଫ୍ ଯବାନଙ୍କ ମିଳିତ କମ୍ବିଂ ଅପରେସନ ଚାଲିଥିବା ବେଳେ ଉଭୟ ପକ୍ଷରୁ ଗୁଳି ବିନିମୟ ହୋଇଥିଲା।ଘଟଣାସ୍ଥଳରୁ ଗୋଟିଏ ବନ୍ଧୁକ ଓ କିଛି ବିସ୍ଫୋରକ ଜବତ କରାଯାଇଥିବାର ଜଣାପଡିଛି ।

Leave A Reply

Your email address will not be published.