ଏଣିକି ଫାଣ୍ଡି ଦାୟିତ୍ୱରେ ରହିବେ ସଵ୍ ଇନ୍ସପେକ୍ଟର

0 179

 

ଭୁବନେଶ୍ୱର,୫/୧୦(ଏସ ଏସ ନିୟୁଜ)ଓଡ଼ିଶା ପୋଲିସର ୨୧୬ଟି ଫାଣ୍ଡି ଦାୟିତ୍ୱ ରେ ଏଣିକି ସବ୍‌ଇନ୍‌ସପେକ୍ଟର ମାନେ ରହିବେ । ଏ ସମ୍ପର୍କୀୟ ପ୍ରସ୍ତାବ କୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଅନୁମୋଦନ କରିଛନ୍ତି । ପୂର୍ବରୁ ସହକାରୀ
ସଵ୍ ଇନ୍ସପେକ୍ଟର ମାନେ ଫାଣ୍ଡି ଦାୟିତ୍ୱ ରେ ରହୁଥିଲେ ।ପ୍ରଦାନ କରିଛନ୍ତି।କମିଶନରେଟ୍‌ ପୋଲିସ ଠାରୁ ଆରମ୍ଭ କରି ବିଭିନ୍ନ ଜିଲ୍ଲା ପୋଲିସ ଓ ରେଲୱେ ପୋଲିସ ଦ୍ବାରା ପରିଚାଳିତ ପୋଲିସ ଫାଣ୍ଡି ମାନଙ୍କରେ ସଵ୍ ଇନସପେକ୍ଟର ମାନଙ୍କୁ ନିଯୁକ୍ତି ଦିଆଯିବ।
ସବ୍ଇନ୍ସପେକ୍ଟର ମାନଙ୍କ ତାଲିମ ଓ ଅପରାଧ ଅନୁସନ୍ଧାନ ରେ ସେମାନଙ୍କ ଦକ୍ଷତା ଫାଣ୍ଡି ସ୍ତରରେ ଅପରାଧ ନିୟନ୍ତ୍ରଣ ରେ ବିଶେଷ ସହାୟକ ହେବ ବୋଲି ଆଶା କରାଯାଏ ।

Leave A Reply

Your email address will not be published.