ଘାଟିରେ ଓଲଟିଲା ଯାତ୍ରାପାର୍ଟି ଟ୍ରକ୍‌

0 109

ମୟୂରଭଞ୍ଜ,୨୪।୧(ଏସଏସନିଉଜ) ବାଙ୍ଗିରିପୋଷି ଦ୍ଵାରଶୁଣି ଘାଟିରେ ଦୁର୍ଘଟଣା ଘଟିଛି।ଏଥିରେ ୫ଜଣଙ୍କର ମୃତୁ ଘଟିଛି।ଭାରସାମ୍ୟ ହରାଇ ଘାଟି ତଳକୁ ଖସିପଡିଛି ଧଉଳି ଯାତ୍ରାପାର୍ଟି ଟ୍ରକ୍ ।ଟ୍ରକ୍‌ରେ ଥିବା ୧୨ରୁ ଅଧିକ ଲୋକ ଗୁରୁତର ଆହତ ହୋଇଥିବାବେଳେ ୬ ଜଣଙ୍କର ମୃତ୍ୟୁ ଘଟିଛି।
ଟ୍ରକ୍ ତଳେ କିଛି ଲୋକ ଚାପି ହୋଇ ରହିଥିବା ସୂଚନା ରହିଛି।ଏହି ସଡକ ଦୁର୍ଘଟଣାରେ ୬ ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାରେମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ନିକଟ ଆତ୍ମୀୟଙ୍କୁ ୩ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା, ଆହତଙ୍କ ଉପଯୁକ୍ତ ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଦେଇଛନ୍ତି।

Leave A Reply

Your email address will not be published.