ଘନୀଭୂତ ହେଲା ଲଘୁଚାପ

0 317

ଭୁବନେଶ୍ବର,୧୨/୯(ଏସଏସନୟୁଜ) ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ଆଜି ଆହୁରି ଘନୀଭୂତ ହୋଇଛି ।ଲଘୁଚାପରେ ପରିଣତ ହୋଇ ଉତ୍ତର-ପଶ୍ଚିମ ଓ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ରହିଛି । ଆଗାମୀ ୨୪ ଘଣ୍ଟାରେ ଆହୁରି ଘନୀଭୂତ ହୋଇ ଡିପ୍ରେସନରେ ପରିଣତ ହେବାର ସମ୍ଭାବନା ରହିଥିବାର ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।ଏହାର ପ୍ରଭାବରେ ୨୪ ଘଣ୍ଚା ପର‌୍ୟ୍ୟନ୍ତ ବର୍ଷା ଲାଗି ରହିବା ସହ ଭୁବନେଶ୍ବର ଓ କଟକରେ ମଧ୍ୟ ମଧ୍ୟମରୁ ପ୍ରବଳ ବର୍ଷା ହେବ ବୋଲି ଜଣାପଡିଛି ।

Leave A Reply

Your email address will not be published.