ଘୋଷଣା ହେଲା ନିଟ୍ ପ୍ରବେଶିକା ତାରିଖ

0 185

ଭୁବନେଶ୍ୱର,୧୨/୭(ଏସଏସନିୟୁଜ) ସେମ୍ବେର ୧୨ ତାରିଖରେ ମେଡିକାଲ ପ୍ରବେଶିକା ପରୀକ୍ଷା ନିଟ ପାଇଁ କେନ୍ଦ୍ର ଉଚ୍ଚଶିକ୍ଷା ମନ୍ତ୍ରାଳୟ ପକ୍ଷରୁ ଘୋଷଣା କରାଯାଇଛି । କୋଭିଡ୍ କଟକଣା ଭିତରେ ସାରା ଦେଶରେ ହେବ ପରୀକ୍ଷା । କାଲି ଅପରାହ୍ନ ୫ଟାରୁ ଅନଲାଇନ୍‌ରେ ଏନଟିଏର ଅଫିସିଆଲ ୱେବସାଇଟରୁ ଛାତ୍ରଛାତ୍ରୀ ମାନେ ଆବେଦନ କରିପାରିବେ । କେନ୍ଦ୍ର ଉଚ୍ଚଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପରୀକ୍ଷା ତାରିଖ ଟ୍ୱିଟ୍ କରି ଘୋଷଣା କରିଛନ୍ତି ।

Leave A Reply

Your email address will not be published.